Very Important Questions for Railway Recruitment Board for Group D Posts of 2018.
ଲୋ କ ବା ଣୀ ପ୍ରଥମ ଅଧ୍ୟାୟ - PART I ମଣିଷ ନିଜ ମନର ଭାବକୁ ଭାଷା ମାଧ୍ୟମରେ ହିଁ ପ୍ରକାଶ କରିଥାଏ । ଭାଷାର ଶୈଳୀଗତ ସୌନ୍ଦର୍ଯ୍ୟ ବୃଦ୍ଧିପାଇଁ ଅନେକ ତାତ୍ପର୍ଯ୍ୟପୂର୍ଣ୍ଣ ବାକ୍ୟାଂଶ ବା ପଦ୍ୟାଂଶ ବ୍ୟବହୃତ ହୋଇଥାଏ। ଉଦାହରଣସ୍ୱରୂପ - ଅଣ୍ଟିଛୁରୀ ତଣ୍ଟିକାଟେ - ବାକ୍ୟାଶଂଟି କାହାତ୍ୱାରା କେଉଁ ସମୟରେ କୁହାଯାଇଥିଲା କହିହେବନି। କିନ୍ତୁ ତାହା ଆଜିପର୍ଯ୍ୟନ୍ତ ଆମ ଭାଷାରେ ' ଲୋକବାଣୀ ' ଭାବରେ ପ୍ରଚଳିତ ହୋଇଆସୁଛି। ଏହି ଲୋକବାଣୀକୁ ପ୍ରବଚନ ମଧ୍ୟ କୁହାଯାଏ।
Comments
Post a Comment